Mark 5:41 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, ଟଲିଥା, କୂମ୍ ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଚାଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପିଲାର ହାତ ଧରି ତାହାକୁ କହିଲେ, ‘ଟଲିଥାକୂମ୍ʼ, ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି, ଉଠ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାଟିର ହାତ ଧରି ଯୀଶୁ କହିଲେ, “ତାଲିଥା କୁମ୍”, ଅର୍ଥାତ୍ “ଝିଅ, ମୁଁ କହୁଛି ଉଠ୍।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”
Odia IRV 2017 (ଓଡିଆ ବାଇବେଲ)
ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜೆಜು ಫಿಡೆ ಗೆಲೊ ಅನಿ ತ್ಯಾ ಚೆಡ್ವಾಚೊ ಹಾತ್ ಧರುನ್ “ತಾಲಿಥಾಕುಮ್” ಮಟ್ಲ್ಯಾನ್ ತಸೆ ಮಟ್ಲ್ಯಾರ್ “ಚೆಡ್ವಾ ಮಿಯಾ ತುಕಾ ಉಟ್ ಮನುಲಾ”.