Mark 5:43 — Compare Translations
7 translations compared side by side
Odia - 1840
"ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଆଙ୍କୁ ଦୃଢ ଭାବରେ ନିର୍ଦ୍ଦେଶ ଦେଲେ। ତା ପରେ ଯୀଶୁ ଝିଅଟିର ବାପା-ମାଆଙ୍କୁ ଝିଅକୁ କିଛି ଖାଇବାକୁ ଦବୋକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି ଯେପରି ଏ ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ ବିଷୟରେ କାହାକୁ କିଛି ନ କହିବାକୁ ସେ ସେମାନଙ୍କୁ ଦୃଢ଼ ଆଦେଶ ଦେଲେ। ଏହାପରେ ବାଳିକାଟିକୁ କିଛି ଖାଇବାକୁ ଦେବା ପାଇଁ ଯୀଶୁ ସେମାନଙ୍କୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଙ୍କୁ ଦୃଢ଼ ଭାବରେ ନିର୍ଦ୍ଦେଶ ଦେଲେ। ତା’ପରେ ଯୀଶୁ ଝିଅଟିର ବାପା-ମାଙ୍କୁ ଝିଅକୁ କିଛି ଖାଇବାକୁ ଦେବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ಹಿ ಖಬರ್ ಕೊನಾಕ್ಬಿ ಸಾಂಗುನಕಾಸಿ ಮನುನ್ ತೆಂಕಾ ಖಡಕ್ ತಾಕಿತ್ ದಿಲ್ಯಾನ್ ಅನಿ “ತ್ಯಾ ಚೆಡ್ಬಾಕ್ ಕಾಯ್ ತರ್ ಖಾವ್ಕ್ ದಿವಾ”,ಮನುನ್ ಸಾಂಗ್ಲ್ಯಾನ್.