Mark 5:7 — Compare Translations
7 translations compared side by side
Odia - 1840
"ଯୀଶୁ ଲହେି ଲୋକକୁ କହିଲେ, ରେ ଦୁଷ୍ଟାତ୍ମା, ଏହି ଲୋକ ଦହରେୁ ବାହାରି ଆ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଉଚ୍ଚ ସ୍ଵରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି? ତୁମ୍ଭକୁ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚିକ୍ରାର କରି କହିଲା, “ହେ ସର୍ବୋପରିସ୍ଥ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ନିକଟରେ ତୁମର କ’ଣ ପ୍ରୟୋଜନ? ଈଶ୍ୱରଙ୍କ ନାମରେ ମିନତି କରୁଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆಜು ಪರಮೊನ್ನತ್ ದೆವಾಚ್ಯಾ ಲೆಕಾ! ತಿಯಾ ಮಾಜ್ಯಾ ಖಬ್ರೆಕ್ ಕಶ್ಯಾಕ್ ಯೆಲೆ? ತಿಯಾ, ಮಾಕಾ ಶಿಕ್ಷಾ ದಿವ್ನಕೊ, ಮನುನ್ ದೆವಾಚ್ಯಾ ನಾಂವಾನ್, ಮಿಯಾ ತುಜ್ಯಾಕ್ಡೆ ಮಾಗ್ತಾ!” ಮನುನ್ ಬೊಬ್ ಮಾರುಕ್ಲಾಲೊ.