Mark 6:1 — Compare Translations
7 translations compared side by side
Odia - 1840
"ଯୀଶୁ ସେ ସ୍ଥାନ ଛାଡି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେହି ଅଞ୍ଚଳ ଛାଡ଼ି ଶିଷ୍ୟମାନଙ୍କ ସହିତ ନିଜ ଗ୍ରାମ (ନାଜରିତ)କୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ଜନ୍ମ ସହରକୁ ଗଲେ ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜಾಗೊ ಸೊಡುನ್ ಜೆಜು ಅಪ್ನಾಚ್ಯಾ ಶಿಸಾಕ್ನಿ ಘೆವ್ನ್ ಅಪ್ನಾಚ್ಯಾ ಸ್ವಂತ್ ಗಾವಾಕ್ ಗೆಲೊ.