Mark 6:11 — Compare Translations
7 translations compared side by side
Odia - 1840
"ଯଦି କୌଣସି ସହର ରେ ସମାନେେ ତୁମ୍ଭକୁ ସ୍ବାଗତ ନ କରନ୍ତି କିମ୍ବା ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ସେ ସହର ଛାଡି ଚାଲି ଯାଅ। ଛାଡିଲା ବେଳେ ତୁମ ପାଦରୁ ସଠାେକାର ଧୂଳିଝାଡି ଦିଅ। ତାହା ସମାନଙ୍କେ ପାଇଁ ଚତାବେନୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କୌଣସି ସ୍ଥାନରେ ଲୋକେ ତୁମକୁ ସ୍ୱାଗତ କରନ୍ତି ନାହିଁ ବା ତୁମ କଥା ଶୁଣନ୍ତି ନାହିଁ, ତୁମ ପାଦ ଧୂଳି ଝାଡ଼ିଦେଇ ସେହି ସ୍ଥାନ ଛାଡ଼ି ଚାଲିଯାଅ। ଏହା ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ସ୍ୱରୂପ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಖಲ್ಯಾಬಿ ಗಾವಾತ್ಲ್ಯಾ ಲೊಕಾನಿ ತುಮ್ಕಾ ಸ್ವಾಗತ್ ಕರಿನಸ್ತಾನಾ,ತುಮಿ ಸಾಂಗಲ್ಲೆ ಆಯ್ಕುನಸ್ಲ್ಯಾರ್, ತುಮ್ಚ್ಯಾ ತಳ್ಪಾಂಯಾಂಚಿ ಧುಳ್ ಫಾಪ್ಡಾ ಅನಿ ತೆ ಗಾಂವ್ ಸೊಡುನ್ ಜಾಂವಾ, ಹೆ ತೆಂಕಾ ಎಕ್ ಉಶಾರ್ಕಿ ಹೊಂವ್ದಿ” ಮನುನ್ ಸಾಂಗ್ಲ್ಯಾನ್.