Mark 6:15 — Compare Translations

7 translations compared side by side

Odia - 1840
"ଅନ୍ୟମାନେ କହୁଥିଲେ, ସେ ହେଉଛନ୍ତି ଏଲିୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି ଆଉ କେହି କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣଙ୍କ ସଦୃଶ ଏ ଜଣେ ଭାବବାଦୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ କହୁଥିଲେ, “ସେ ଏଲିୟ”, ପୁଣି ଆଉ କେତେକ କହିଲେ, “ପୁରାକାଳର ଭାବବାଦୀମାନଙ୍କ ପରି ସେ ମଧ୍ୟ ଜଣେ ଭାବବାଦୀ।”
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।” ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟ‌ଦ୍‌ବକ୍ତା, ପ୍ରାଚୀନ କାଳର ଭବିଷ୍ୟ‌ଦ୍‌ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟ‌ଦ୍‌ବକ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲିୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಉಲ್ಲೆ ಜಾನಾ “ತೊ ಎಲಿಯಾ ಮನ್ತಲೊ ಪ್ರವಾದಿ” ಮನುಲಾಗಲ್ಲ್ಯಾನಿ. ಅನಿ ಹುರಲ್ಲೆ “ತೊ ಅದ್ಲ್ಯಾ ಕಾಲಾತ್ಲ್ಯಾ ಪ್ರವಾದ್ಯಾಂಚ್ಯಾ ಬಾಸೆನ್ ಎಕ್ ಪ್ರವಾದಿ” ಮನುಲಾಗಲ್ಲ್ಯಾನಿ.