Mark 6:16 — Compare Translations
7 translations compared side by side
Odia - 1840
"େ ହରୋଦ ଯୀଶୁଙ୍କ ବିଷୟ ରେ ଏସବୁ ଶୁଣିଲେ। ସେ କହିଲେ, ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ଯା କରିଛି। ବର୍ତ୍ତମାନ ଯୋହନ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ଯୀଶୁଙ୍କ ବିଷୟ ଶୁଣି କହିଲେ, “ସେ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ। ମୁଁ ତାଙ୍କର ଶିରଛେଦନ କରାଇଥିଲି, କିନ୍ତୁ ସେ ପୁଣି ଥରେ ବଞ୍ôଚ ଉଠିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾನ್ ಹೆ ಆಯ್ಕಲ್ಲ್ಯಾ ತನ್ನಾ “ತೊ ಬಾಲ್ತಿಮ್ ದಿತಲೊ ಜುವಾಂವ್! ಮಿಯಾ ತೆಚೆ ಚಂಡ್ ತೊಡುಕ್ ಲಾವಲ್ಲೊ, ಖರೆ ತೊ ಅತ್ತಾ ಝಿತ್ತೊ ಹೊವ್ನ್ ಯೆಲಾ!” ಮಟ್ಲ್ಯಾನ್.