Mark 6:17 — Compare Translations
7 translations compared side by side
Odia - 1840
"ନିଜେ େ ହରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ଯମାନଙ୍କୁ ଆଦେଶ ଦଇେଥିଲେ। ଯୋହନଙ୍କୁ କାରାଗାର ରେ ରଖାଯାଇଥିଲା। େ ହରୋଦ ତାହାଙ୍କ ସ୍ତ୍ରୀ େ ହରୋଦିଆଙ୍କୁ ଖୁସି କରିବା ପାଇଁ ଏହା କରିଥିଲେ। ପ୍ରଥମେ େ ହରୋଦିଆ େ ହରୋଦଙ୍କ ଭାଇ ଫିଲିପ୍ସଙ୍କ ସ୍ତ୍ରୀ ଥିଲେ। ପରେ େ ହରୋଦ ତାହାଙ୍କୁ ବିବାହ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ନିଜେ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଏବଂ ଯୋହନ ବନ୍ଧା ହୋଇ କାରାଗାରରେ ନିକ୍ଷିପ୍ତ ହୋଇଥିଲେ। ହେରୋଦ ନିଜ ଭ୍ରାତୃପତ୍ନୀ ହେରୋଦିଆକୁ ବିବାହ କରିଥିବାରୁ ଯୋହନ
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନ କିପରି ହତ୍ୟା ହେଲେ ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾನ್ ಅಪ್ನಿಚ್ ಜುವಾಂವಾಕ್ ಧರುನ್ ಬಂದಿಖಾನ್ಯಾತ್ ಘಾಲುಕ್ ಸಾಂಗಟಲ್ಲ್ಯಾನ್. ಹೆರೊದಿಯಾಸಾಕ್ ಲಾಗುನ್ ತೆನಿ ಅಶೆ ಕರ್ತಲೆ ಪಡ್ಲೆ. ತಿ ಅಪ್ಲ್ಯಾ ಭಾವಾಚಿ-ಫಿಲಿಪ್ಪಾಚಿ ಬಾಯ್ಕೊ! ಜಾಲ್ಯಾರ್ಬಿ ತೊ ತಿಚೆಕ್ಡೆ ಲಗಿನ್ ಹೊಲ್ಲೊ,