Mark 6:18 — Compare Translations

7 translations compared side by side

Odia - 1840
"ଯୋହନ ହରେୋଦଙ୍କୁ କହିଥିଲେ, ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧି-ସଙ୍ଗତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ବାରମ୍ବାର ଭର୍ତ୍ସନା କରି କହିଥିଲେ, “ଭ୍ରାତୃପତ୍ନୀକୁ ବିବାହ କରି ଆପଣ ଅନୁଚିତ କାର୍ଯ୍ୟ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಹೆರೊದಾಕ್ “ತಿಯಾ ತುಜ್ಯಾ ಭಾವಾಚ್ಯಾ ಬಾಯ್ಕೊಕ್ ಲಗಿನ್ ಕರುನ್ ಘೆವ್ನ್ ಥವ್ನ್ ಘೆಟಲ್ಲೆ ಖಾಯ್ದ್ಯಾ ಪರ್‍ಕಾರ್ ಸಮಾ ನ್ಹಯ್!” ಮನುನ್ ಸಾಂಗುಕ್ ಲಾಗಲ್ಲೊ.