Mark 6:2 — Compare Translations
7 translations compared side by side
Odia - 1840
"ବିଶ୍ରାମଦିବସ ରେ ଯୀଶୁ ଯିହୂଦୀୟ ସମାଜ ଗୃହ ରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଚାରଶକ୍ତି (ବିଜ୍ଞତା)କିଏ ଦଲୋ? ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ, ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ, ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ଵାରା ସାଧିତ ହେଉଅଛି, ଏସବୁ ବା କଅଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ବିଶ୍ରାମବାର ଦିନ ଉପାସନା ଗୃହରେ ସେ ଉପଦେଶ ଦେଲାବେଳେ ଅନେକ ଲୋକ ଉପସ୍ଥିତ ଥିଲେ। ଯୀଶୁଙ୍କ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପଚାରିଲେ, “ଏତେ କଥା ସେ କେଉଁଠୁ ଜାଣିଲେ? ଏତେ ଜ୍ଞାନ ସେ କେଉଁଠୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ ସେ କିପରି କରୁଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
Odia IRV 2017 (ଓଡିଆ ବାଇବେଲ)
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହି ସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಬ್ಬತಾಚ್ಯಾ ದಿಸಿ ಸಿನಾಗೊಗಾತ್ ಜೆಜು ಸಿಕ್ವುಕ್ಲಾಗ್ಲೊ. ಥೈ, ಲೈ ಲೊಕಾ ಹೊತ್ತಿ. ಲೊಕಾ ತೆಚಾ ಗೊಸ್ಟಿಯಾ ಆಯ್ಕುನ್ ಅಜಾಪ್ ಹೊಲಿ, ಅನಿ ತೆನಿ “ಹ್ಯಾ ಗೊಸ್ಟಿಯಾ ಹೆಕಾ ಖೈತ್ನಾ ಗಾವ್ಲ್ಯಾ? ಹೆಕಾ ಕಸ್ಲೆ ಜ್ಞಾನ್ ದಿಲ್ಲೆ ಹಾಯ್? ಅನಿ ಹ್ಯೊ ಅಜಾಪಾ ಕಸೆ ಕರುನ್ ಕರ್ತಾ?” ಮನುನ್ ಇಚಾರ್ಲ್ಯಾನಿ.