Mark 6:20 — Compare Translations
7 translations compared side by side
Odia - 1840
"ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ, ଆଉ ତାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି ତାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯୋହନ ଜଣେ ସାଧୁ ଓ ଧାର୍ମିକ ପୁରୁଷ ବୋଲି ଜାଣି ହେରୋଦ ତାଙ୍କୁ ଭୟ କରୁଥିଲେ ଏବଂ ତାଙ୍କୁ ନିରାପଦରେ ରଖିଥିଲେ। ଯୋହନଙ୍କ ଶିକ୍ଷା ଶୁଣି ପ୍ରତିଥର ସେ ବିବ୍ରତ ହୋଇ ପଡ଼ୁଥିଲେ ମଧ୍ୟ ତାଙ୍କ କଥା ଶୁଣିବାକୁ ସେ ଚାହୁଁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆರೊದ್ ಭಿಂವ್ ಲಾಗಲ್ಲೊ ಕಶ್ಯಾಕ್ ಮಟ್ಲ್ಯಾರ್ ಜುವಾಂವ್ ಎಕ್ ಬರೊ ಅನಿ ಪವಿತ್ರ್ ಮಾನುಸ್ ಮನುನ್ ತೆಕಾ ಗೊತ್ತ್ ಹೊತ್ತೆ,ತಸೆ ಮನುನ್ ತೊ ತೆಕಾ ಕಾಯ್ಬಿ ತರಾಸ್ ಹೊವ್ಕ್ ದಿ ನಸಿ, ತೊ ಸಾಂಗ್ತಾನಾ ತೆಕಾ ತರಾಸ್ ಹೊಲ್ಯಾರ್ಬಿ, ತೊ ಕುಶಿನ್ ತೆಚೆ ಆಯ್ಕಿ.