Mark 6:21 — Compare Translations

7 translations compared side by side

Odia - 1840
"କିଛି ଦିନ ପରେ େ ହରୋଦଙ୍କ ଜନ୍ମ ଦିନ ରେ ଯୋହନଙ୍କ ମୃତ୍ଯୁ ଘଟାଇବା ପାଇଁ ହରେୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସନୋପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ଯକ୍ତିମାନଙ୍କୁ େ ହରୋଦ ରାତ୍ରି ସମୟରେ ଭୋଜି ଦେଉଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମଦିନରେ ପାତ୍ର ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ହେରୋଦଙ୍କ ଜନ୍ମଦିନ ଉପଲକ୍ଷେ ଆୟୋଜିତ ଭୋଜିକୁ ମୁଖ୍ୟ ରାଜକର୍ମଚାରୀ, ସେନାଧ୍ୟକ୍ଷ ଓ ଗାଲିଲୀର ନେତୃସ୍ଥାନୀୟ ବ୍ୟକ୍ତିମାନେ ନିମନ୍ତ୍ରିତ ହୋଇ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
Odia IRV 2017 (ଓଡିଆ ବାଇବେଲ)
ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್, ಹೆರೊದಿಯಾಸಾಕ್ ಎಕ್ ಬರೊ ಅವ್ಕಾಸ್ ಗಾವ್ಲೊ, ಹೆರೊದಾನ್ ಅಪ್ನಾಚ್ಯಾ ಜಲ್ಮಾಚ್ಯಾ ದಿಸಿ, ಅಪ್ನಾಚ್ಯಾ ರಾಜಾತ್ಲ್ಯಾ ಸಗ್ಳ್ಯಾ ಅದಿಕಾರ್‍ಯಾಕ್ನಿ, ಸೈನಿಕಾಂಚ್ಯಾ ಮುಖಂಡಾಕ್ನಿ ಅನಿ ಗಾಲಿಲಿಯಾಚ್ಯಾ ಮೊಟ್ಯಾ-ಮೊಟ್ಯಾ ಲೊಕಾಕ್ನಿ ಎಕ್ ಮೊಟೆ ಜೆವಾನ್ ಥವಲ್ಲ್ಯಾನ್.