Mark 6:22 — Compare Translations

7 translations compared side by side

Odia - 1840
"ହରୋଦିଙ୍କ ଝିଅ ଭିତରକୁ ଆସି ନାଚିଲା। ତା ନାଚ ରେ ଅତିଥିଗଣ ଓ ନିଜେ େ ହରୋଦ ବହୁତ ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା । ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦିଆର ଝିଅ ଏହି ଉତ୍ସବରେ ନୃତ୍ୟ କରି ହେରୋଦ ଓ ଅତିଥିମାନଙ୍କୁ ମୁଗ୍ଧ କରିଥିଲା। ତେଣୁ ହେରୋଦ ଝିଅକୁ ପଚାରିଲେ, “ତୁ କ’ଣ ଚାହୁଁ, ଯାହା ମାଗିବୁ ତା’ ଦେବି।”
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦିଆଙ୍କ ଝିଅ ଭିତରକୁ ଆସି ନାଚିଲା। ତା’ ନାଚରେ ଅତିଥିଗଣ ଓ ନିଜେ ହେରୋଦ ବହୁତ ଖୁସୀ ହେଲେ। ହେରୋଦ ଝିଅକୁ କହିଲେ, “ତୋର ଯାହା ଦରକାର ମୋତେ ମାଗ। ମୁଁ ତୋତେ ତାହା ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹೆರೊದಿಯಾಸಾಚ್ಯಾ ಲೆಕಿನ್ ಬರೆ ಕರುನ್ ನಾಚ್ಲಿನ್, ಹೆ ಬಗುನ್ ರಾಜಾಕ್ ಅನಿ ಯೆಲ್ಲ್ಯಾ ಸಯ್ರ್ಯಾಕ್ನಿ ಲೈ ಕುಶಿ ಹೊಲಿ. ತೆಚೆ ಸಾಟ್ನಿ ರಾಜಾನ್ ಚೆಡ್ವಾಕ್ “ತುಕಾ ಕಾಯ್ ಪಾಜೆ ಮಾಗ್, ಮಿಯಾ ತುಕಾ ದಿತಾ,”