Mark 6:23 — Compare Translations

7 translations compared side by side

Odia - 1840
"େ ହରୋଦ ଶପଥ ପୂର୍ବକ ମଧ୍ଯ କହିଲେ, ତୁ ଯାହା ମାଗିବୁ ମୁଁ ତୋତେ ତାହା ଦବେି। ଏପରିକି ମୁଁ ମାେ ରାଜ୍ଯର ଅଧା ଭାଗ ତୋତେ ଦଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହାକିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରି କହୁଛି, ତୁ ଯାହା ମାଗିବୁ, ଦେବି - ଏପରିକି ରାଜ୍ୟରୁ ଅଧେ ମାଗିଲେ ମଧ୍ୟ ଦେବି।”
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಆನ್ ಘಾಲುನ್ “ಮಿಯಾ ತುಕಾ ಕಾಯ್ ಪಾಜೆ ತೆ, ಮಾಜ್ಯಾ ರಾಜಾತ್ಲಿ ಅರ್ದಿ ಅಸ್ತಿ ಮಾಗ್ಲ್ಯಾರ್ಬಿ ದಿತಾ!” ಮಟ್ಲ್ಯಾನ್.