Mark 6:24 — Compare Translations

7 translations compared side by side

Odia - 1840
"ଝିଅଟି ତା ମାଆ ପାଖକୁ ଯାଇ ପଚାରିଲା, ରାଜା େ ହରୋଦଙ୍କୁ ମୁଁ କ'ଣ ମାଗିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ, ବାପ୍ତିଜକସସ ଯୋହନର ମସ୍ତକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଝିଅ ମା’ ପାଖକୁ ଯାଇ ପଚାରିଲା, “କଅଣ ମାଗିବି?” ସଙ୍ଗେ ସଙ୍ଗେ ହେରୋଦିଆ କହିଲା, “ଦୀକ୍ଷାଦାତା ଯୋହନର ମୁଣ୍ଡ।”
Odia Bible ERV 2004 (ପବିତ୍ର ବାଇବଲ)
ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?” ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆ ಚೆಡು ಅಪ್ಲ್ಯಾ ಬಾಯ್‍ಕ್ಡೆ ಗೆಲೆ ಅನಿ “ಬಾಯ್ ಮಿಯಾ ಕಾಯ್ ಮಾಗುಚೆ?” ಮುನುನ್ ಇಚಾರ್‍ಲಿನ್. ತನ್ನಾ ತಿಚ್ಯಾ ಬಾಯ್ನ್. “ಬಾಲ್ತಿಮ್‍ದಿತಲ್ಯಾ ಜುವಾಂವಾಚೆ ಟಕ್ಲೆ ಮಾಗ್” ಮನುನ್ ಸಾಂಗ್ಲಿನ್.