Mark 6:25 — Compare Translations
7 translations compared side by side
Odia - 1840
"ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ।। ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଝିଅ ଦୌଡ଼ି ଆସି ରାଜାଙ୍କୁ କହିଲା, “ଏହି ମୁହୂର୍ତ୍ତରେ ଦୀକ୍ଷାଦାତା ଯୋହନଙ୍କ ମୁଣ୍ଡ ଥାଳୀରେ ଆଣି ମୋତେ ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಚೆಡ್ವಾನ್ ಲಗ್ಗುನಾ ರಾಜಾಕ್ಡೆ ಜಾವ್ನ್ “ಅತ್ತಾಚ್ ಎಕ್ ತಾಟಾತ್ನಾ, ಬಾಲ್ತಿಮ್ದಿತಲ್ಯಾ ಜುವಾಂವಾಚೆ ಟಕ್ಲೆ ಮಾಕಾ ಹಾನುನ್ ದಿವಾ” ಮನುನ್ ಇಚಾರ್ಲ್ಯಾನ್.