Mark 6:26 — Compare Translations
7 translations compared side by side
Odia - 1840
"ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଅତ୍ୟ; ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ନାସ୍ତି କରିବାକୁ ଇଚ୍ଛା କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ରାଜା ଅତିଶୟ ମର୍ମାହତ ହୋଇଥିଲେ, କିନ୍ତୁ ଅତିଥିମାନଙ୍କ ସମ୍ମୁଖରେ ଶପଥ କରିଥିବାରୁ ନାହିଁ କରି ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ರಾಜಾಕ್ ಲೈ ಬೆಜಾರ್ ಹೊಲೊ,ಖರೆ ಯೆಲ್ಲ್ಯಾ ಸಗ್ಳ್ಯಾ ಲೊಕಾಂಚ್ಯಾ ಇದ್ರಾಕ್ ಬೊಲಲ್ಲ್ಯಾ ಗೊಸ್ಟಿಚ್ಯಾ ಮುಲಾಜಾಕ್ ಪಡುನ್, ತೆಕಾ ತಿರಸ್ಕಾರ್ ಕರುಕ್ ಹೊವುಕ್ನಾ.