Mark 6:3 — Compare Translations
7 translations compared side by side
Odia - 1840
"ଏ କ'ଣ ସହେି ବଢଇେ ନୁହଁନ୍ତି? ଏ କ'ଣ ମରିୟମଙ୍କ ପୁଅ, ଆଉ ଯାକୁବ, ୟୋସି, ୟିହୂଦା ଓ ଶିମାନଙ୍କେ ଭାଇ ନୁହଁନ୍ତି? ତାହାଙ୍କର ଭଉଣୀମାନେ କ'ଣ ଏଠା ରେ ଆମ୍ଭ ସହିତ ନାହାଁନ୍ତି? ତେଣୁ ଯୀଶୁଙ୍କୁ ସ୍ବୀକାର କରିବା ରେ ଏହି ଲୋକମାନେ ବାଧା ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କ’ଣ ମରିୟମଙ୍କ ପୁତ୍ର ସେହି ବଢ଼େଇ ନୁହିଁନ୍ତି? - ଏ କ’ଣ ଯାକୁବ, ଯୋସେଫ, ଯିହୂଦା ଓ ଶିମୋନଙ୍କର ଭାଇ ନୁହଁନ୍ତି? ତାଙ୍କ ଭଉଣୀମାନେ କ’ଣ ଆମ ସହିତ ଏଠାରେ ରହୁ ନାହାନ୍ତି?” ଏହା କହି ସେମାନେ ଯୀଶୁଙ୍କୁ ଉପେକ୍ଷା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏ କି ସେହି ବଢ଼େଇ ନୁହେଁ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮರಿಚೊ ಲೆಕ್ ಬಡಗಿ ನ್ಹಯ್ ಕಾಯ್ ಹ್ಯೊ? ಹೆಚೆ ಭಾವ್ ಜಾಕೊಬ್, ಜುಜೆ, ಜುದಾಸ್ ಅನಿ ಸಿಮಾವ್. ಹೆಚ್ಯಾ ಭೆನಿಯಾ ಹಿತ್ತೆಚ್ ರಾಯ್ನಾತ್ ಕಾಯ್?” ಅಶೆ ಮನುನ್ ತೆನಿ ಜೆಜುಕ್ ಅವ್ಮಾನ್ ಕರ್ಲ್ಯಾನಿ.
Recommended Reading