Mark 6:30 — Compare Translations

7 translations compared side by side

Odia - 1840
"ଯେଉଁ ପ୍ ରରେିତମାନଙ୍କୁ ଯୀଶୁ ପଠାଇଥିଲେ, ସମାନେେ ଫରେି ଆସିଲେ। ସମାନେେ ଯୀଶୁଙ୍କ ଚାରିପଟେ ଏକାଠି ହାଇେ, ସମାନେେ ଯାହା ସବୁ କରିଥିଲେ ଓ ଲୋକଙ୍କୁ ଯାହା ସବୁ ଶିକ୍ଷା ଦଇେଥିଲେ, ସେ ସବୁ ତାହାଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ଫେରି ଆସି ଯାହା ଯାହା ସେମାନେ କରିଥିଲେ ଓ ଶିକ୍ଷା ଦେଇଥିଲେ, ଯୀଶୁଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହି ସବୁ ତାହାଙ୍କୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚಿ ಅಪೊಸ್ತಲಾ ಪರ್ತುನ್ ಯೆವ್ನ್ ಜೆಜುಕ್ ಭೆಟ್ಲ್ಯಾನಿ, ಅನಿ ಅಪ್ನಿ ಕಾಯ್-ಕಾಯ್ ಕರ್‍ಲ್ಯಾನಿ ಅನಿ ಕಾಯ್-ಕಾಯ್ ಶಿಕ್ವುಲ್ಯಾನಿ ತೆ ಸಗ್ಳೆ ತೆನಿ ಜೆಜುಕ್ ಸಾಂಗ್ಲ್ಯಾನಿ.