Mark 6:31 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ବହୁତ ଗହଳି ସ୍ଥାନ ରେ ଥିଲେ। ସଠାେରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେରେ ଖାଇବାକୁ ମଧ୍ଯ ଟିକିଏ ସମୟ ପାଉ ନଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେ ମାେ ସହିତ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଚାଲ ଓ ସଠାେରେ ଆମ୍ଭେ ଟିକେ ବିଶ୍ରାମ ନବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅନ୍ତର ହୋଇ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏତେ ଜନସମାଗମ ଭିତରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଖାଇବାକୁ ବେଳ ପାଉ ନ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଚାଲ, ଆମେ ଗୋଟିଏ ନିରୋଳା ସ୍ଥାନକୁ ଯିବା। ସେଠାରେ ତୁମେ କିଛି ସମୟ ବିଶ୍ରାମ ନେଇ ପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾ ಯೆವ್ನ್ಗೆತ್-ಜಾವ್ನ್ಗೆತ್ ಹೊತ್ತಿ ಜೆಜುಕ್ ಅನಿ ತೆಚ್ಯಾ ಶಿಸಾಕ್ನಿ ಜೆವಾನ್ ಕರುಕ್ ಸೈತ್ ಎಳ್ ನತ್ತೊ. ತಸೆ ಮನುನ್ ಜೆಜುನ್ ತೆಂಕಾ “ಚಲಾ ಅಮ್ಚ್ಯಾ ಎವ್ಡ್ಯಾಕ್ ಅಮಿ ಎಕ್ ಲೊಕಾನಸಲ್ಲ್ಯಾ ಜಾಗ್ಯಾಕ್ ಜಾಂವಾ, ತನ್ನಾ ತುಮ್ಕಾ ಉಲ್ಲೆ ಆರಾಮ್ ಘೆವ್ಕ್ ಹೊತಾ” ಮಟ್ಲ್ಯಾನ್.
Recommended Reading