Mark 6:32 — Compare Translations

7 translations compared side by side

Odia - 1840
"ତେଣୁ ସମାନେେ ଗୋଟିଏ ଡଙ୍ଗା ରେ ବସି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ନୌକାଚଢ଼ି ଗୋଟିଏ ନିର୍ଜନ ସ୍ଥାନକୁ ଯିବା ପାଇଁ ବାହାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಎಕ್ ಢೊನಿತ್ ಚಡುನ್ ಕೊನ್ಬಿ ನಸಲ್ಲ್ಯಾ ಶಾಂತ್ ಜಾಗ್ಯಾಕ್ ಗೆಲ್ಯಾನಿ.