Mark 6:33 — Compare Translations

7 translations compared side by side

Odia - 1840
"କିନ୍ତୁ ବହୁତ ଲୋକ ସମାନଙ୍କେୁ ଚାଲି ଯାଉ ଥିବାର ଦେଖିଲେ ଓ ଚିହ୍ନି ମଧ୍ଯ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳ ପଥ ଦଇେ ଯୀଶୁଙ୍କ ଯାଉଥିବା ସ୍ଥାନ ରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସମାନେେ ସଠାେରେ ପହଞ୍ଚିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନେକେ ସେମାନଙ୍କୁ ବାହାରିଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯିବା ସମୟରେ ଅନେକ ଲୋକ ସେମାନଙ୍କୁ ଦେଖି ଚିହ୍ନି ପାରିଲେ। ଏଣୁ ସେମାନେ ବିଭିନ୍ନ ସ୍ଥାନରୁ ବାହାରି ଯୀଶୁ ଓ ତାଙ୍କ ଶିଷ୍ୟମାନେ ଯେଉଁ ସ୍ଥାନକୁ ଯାଉଥିଲେ, ଦୌଡ଼ି ଦୌଡ଼ି ସେଠାରେ ଆଗରୁ ଯାଇ ପହଞ୍ôଚଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸುಮಾರ್ ಲೊಕಾಕ್ನಿ ಗೊತ್ತ್ ಹೊವ್ನ್ ಸಗ್ಳ್ಯಾ ಶಾರಾನಿತ್ನಾ ಪಾಯ್ ವಾಟಾನಿ ಹೊವ್ನ್ ಜೆಜು ಅನಿ ಶಿಸಾಂಚ್ಯಾ ಅದ್ದಿ ಲೊಕಾಚ್ ಥೈ ಜಾವ್ನ್ ಪಾವ್ಲಿ.