Mark 6:34 — Compare Translations

7 translations compared side by side

Odia - 1840
"ଯୀଶୁ ଯେତବେେଳେ ସଠାେରେ ପହନ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସମାନଙ୍କେ ପାଇଁ ଦୁଃଖ ଅନୁଭବ କଲେ। କାରଣ ସମାନେେ ମଷେପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସମାନଙ୍କେୁ ଅନକେ ଉପଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନୌକାରୁ ଓହ୍ଲାଇ ଏହି ବିରାଟ ଜନତାକୁ ଦେଖି ତାଙ୍କ ହୃଦୟ ଦୟାରେ ବିଗଳିତ ହେଲା। କାରଣ ସେମାନେ ଅରକ୍ଷକ ମେଷପଲ ପରି ଥିଲେ। ସେଠାରେ ଯୀଶୁ ସେମାନଙ୍କୁ ଅନେକ ବିଷୟରେ ଶିକ୍ଷା ଦେବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಢೊನಿತ್ನಾ ಉತ್ರುನ್ ಯೆತಾನಾ ಜೆಜುನ್ ಹ್ಯೊ ಮೊಟೊ ಲೊಕಾಂಚೊ ತಾಂಡೊ ಬಗಟ್ಲ್ಯಾನ್. ತೆಂಚೊ ತೆಕಾ ಪಾಪ್ ದಿಸ್ಲೊ,ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ರಾಕ್ವಾಲಿನಸಲ್ಲ್ಯಾ ಬಕ್ರ್ಯಾಂಚ್ಯಾ ಬಾಸೆನ್ ಹೊತ್ತೆ,ತಸೆ ಮನುನ್ ತೊ ತೆಂಕಾ ಸುಮಾರ್ ವಿಶಯ್ ಶಿಕ್ವುಲಾಲೊ.