Mark 6:36 — Compare Translations

7 translations compared side by side

Odia - 1840
"ତେଣୁ ଲୋକମାନଙ୍କୁ ଆଖ-ପାଖ ପଲ୍ଲୀ ଓ ଗାଁଗୁଡିକୁ ପଠାଅ। ତା' ହେଲେ ସଠାେକୁ ଯାଇ ସମାନେେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଯେପରି ଚତୁର୍ଦ୍ଦିଗର ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସେମାନେ ନିକଟବର୍ତ୍ତୀ ଚାଷ ଘର ଓ ଗ୍ରାମମାନଙ୍କୁ ଯାଇ ଖାଦ୍ୟ କିଣି ଖାଆନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା’ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥି ନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಧಾಡುನ್ ದಿ, ತೆನಿ ಜಗೊಳ್ಲ್ಯಾ ಗಾಂವಾತ್ನಿ, ಶೆತಾತ್ನಿ ಜಾಂವ್ದಿ ಅನಿ ತೆಂಕಾ ಕಾಯ್ತರ್ ಖಾವ್ಕ್ ಇಕಾತ್ ತರ್ಬಿ ಘೆಂವ್ದಿತ್” ಮನುನ್ ಸಾಂಗ್ಲ್ಯಾನಿ.