Mark 6:37 — Compare Translations

7 translations compared side by side

Odia - 1840
"ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଶହେ ଟଙ୍କାର ରୋଟୀ କିଣି ଏମାନଙ୍କୁ ଭୋଜନ କରାଇବା?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ତୁମେ ନିଜେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ସେମାନେ ପଚାରିଲେ, “ଆପଣ କ’ଣ କହୁଛନ୍ତି, ଆମେ ଦୁଇ ଶହ ଦୀନାର୍ ଦେଇ ରୋଟୀ କିଣି ଆଣି ଏମାନଙ୍କୁ ଖୁଆଇବା?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।” ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತುಮಿಚ್ ತೆಂಕಾ ಜೆವಾನ್ ದಿವಾ ಮಟ್ಲ್ಯಾನ್. ತನ್ನಾ ತೆನಿ” ದೊನ್ಸೆ ಚಾಂದಿಚ್ಯಾ ಪೈಸ್ಯಾನಿ ತೆಂಕಾ ಖವ್ಕ್ ಬಾಕ್ರಿಯಾ ಹಾನುನ್ ದಿವ್ಚ್ಯೆ ಕಾಯ್? ಮಟ್ಲ್ಯಾನಿ