Mark 6:4 — Compare Translations

7 translations compared side by side

Odia - 1840
"ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, ଅନ୍ୟମାନେ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ସମ୍ମାନ ଦଇେଥା'ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ସ୍ଵଜ୍ଞାତି ଓ ସ୍ଵପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ଗ୍ରାମ, ପରିବାର ଓ ଆତ୍ମୀୟସ୍ୱଜନମାନଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ଦ୍ୱାରା ସମ୍ମାନିତ ହୁଅନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ದೆವಾಚ್ಯಾ ಗೊಸ್ಟಿಯಾ ಸಾಂಗ್ತಲ್ಯಾಕ್, ಅಪ್ನಾಚ್ಯಾ ಸ್ವತಾಚ್ಯಾ ಗಾಂವಾತ್, ಅಪ್ನಾಚ್ಯಾ ಲೊಕಾತ್ನಿ ಅನಿ ತೆಚಾ ಪಾವ್ನ್ಯಾ-ಸೊಯ್ರ್ಯಾತ್ನಿ ಸೊಡುನ್ ದುಸ್ರ್ಯಾಕ್ಡೆ ಲೈ ಮಾನ್ ಗಾವ್ತಾ” ಮಟ್ಲ್ಯಾನ್.