Mark 6:45 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ଭିତରକୁ ୟିବାକୁ କହିଲେ। ଯୀଶୁ ଶିଷ୍ଯମାନଙ୍କୁ ହ୍ରଦର ଅପର ପାଶର୍‌ବ ରେ ଥିବା ବେଥ୍ସାଇଦାକୁ ଆଗୁଆ ୟିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସଠାେରେ ଥିବା ଲୋକମାନଙ୍କୁ ଘରକୁ ଫରେିୟିବା ପାଇଁ କହି ସେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଶିଷ୍ୟମାନଙ୍କୁ ହ୍ରଦ ଆରପାରି ବେଥ୍ସାଇଦାକୁ ଯିବା ପାଇଁ ଆଗରୁ ନୌକାରେ ପଠାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପାଣି ଉପରେ ଗ୍ଭଲିଲେ ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେ‌ଥ୍‌ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಧಾಡುನ್ ಹೊಲ್ಲ್ಯಾ ಮಾನಾ, ಜೆಜುನ್ ಅಪ್ಲ್ಯಾ ಶಿಸಾಕ್ನಿ ಢೊನಿತ್ ಚಡುನ್ ತಿಕುಲ್ಲ್ಯಾ ದಂಡೆಕ್ ಬೆತ್ಸಾಯಿದಾ ಮನ್ತಲ್ಲ್ಯಾ ಗಾವಾಕ್ ಜಾವ್ಕ್ ಸಾಂಗ್ಲ್ಲ್ಯಾನ್,