Mark 6:46 — Compare Translations

7 translations compared side by side

Odia - 1840
"ଯୀଶୁ ଲୋକମାନଙ୍କୁ ବିଦାୟ ଦବୋ ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ଯ ରେ ପାହାଡ ଉପରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ସେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନଙ୍କୁ ବିଦାୟ କରିଦେଇ ସେ ନିଜେ ପ୍ରାର୍ଥନା କରିବା ପାଇଁ ଗୋଟିଏ ପାହାଡ଼ ଉପରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಲೊಕಾಕ್ನಿ ಧಾಡುನ್ ದಿವ್ನ್ ಮಾಗ್ನಿ ಕರುಕ್ ಮಡ್ಡಿ ವರ್‍ತಿ ಗೆಲೊ.