Mark 6:48 — Compare Translations
7 translations compared side by side
Odia - 1840
"ଯୀଶୁ ଦେଖିଲେ ଯେ ଶିଷ୍ଯମାନଙ୍କୁ ଡଙ୍ଗା ରେ ଆହୁଲା ମାରିବା ପାଇଁ ବଡ ଅସୁବିଧା ହେଉଛି। କାରଣ ସେତବେେଳେ ପବନ ତାହାଙ୍କର ବିପରୀତ ଦିଗ ରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତ ରେ ଯୀଶୁ ହ୍ରଦ ଉପରେ ଚାଲି ଚାଲି ଶିଷ୍ଯମାନଙ୍କ ପାଖକୁ ଆସିଲେ। ସେ ଶିଷ୍ଯମାନଙ୍କ ପାଖ ଦଇେ ଯେତବେେଳେ ଆଗଇେ ୟିବା ଉପରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତିକୂଳ ପବନ ହେତୁ ଶିଷ୍ୟମାନେ ଅତି କଷ୍ଟରେ ଆହୁଲା ମାରୁଥିବାର ସେ ଦେଖିଲେ। ରାତ୍ରିର ଶେଷ ପ୍ରହରରେ (ରାତି ୩ଟାରୁ ୬ଟା ମଧ୍ୟରେ)
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦେଖିଲେ ଯେ ଶିଷ୍ୟମାନଙ୍କୁ ଡଙ୍ଗାରେ ଆହୁଲା ମାରିବା ପାଇଁ ବଡ଼ ଅସୁବିଧା ହେଉଛି। କାରଣ ସେତେବେଳେ ପବନ ତାହାଙ୍କର ବିପରୀତ ଦିଗରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତରେ ଯୀଶୁ ହ୍ରଦ ଉପରେ ଗ୍ଭଲି ଗ୍ଭଲି ଶିଷ୍ୟମାନଙ୍କ ପାଖକୁ ଆସିଲେ। ସେ ଶିଷ୍ୟମାନଙ୍କ ପାଖଦେଇ ଯେତେବେଳେ ଆଗେଇ ଯିବା ଉପରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾ ಸಮುಂದರಾತ್ ತರಾಸ್ ಕರುನ್ ಘೆತಲೆ ತೆನಿ ಬಗಟ್ಲ್ಯಾನ್. ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ವಾರ್ಯಾಚ್ಯಾ ವಿರೊದ್ ಆವ್ಲೊ ಮಾರಿತ್. ರಾಚ್ಚ್ಯಾ ತಿನ್ ಘಂಟ್ಯಾಕ್ನಾ ಸಾ ಘಂಟ್ಯಾಚ್ಯಾ ಮದ್ದಿ ತೊ ಪಾನಿಯಾ ವರ್ತಿ ಚಲುನ್ಗೆತ್ ತೆಂಚ್ಯಾ ಜಗ್ಗೊಳ್ ಯೆವ್ನ್ ತೆಂಕಾ ದಾಟುನ್ ಫಿಡೆ ಜವ್ಲಾಗಲ್ಲೊ.