Mark 6:50 — Compare Translations
7 translations compared side by side
Odia - 1840
"ସମସ୍ତ ଶିଷ୍ଯମାନେ ଯମେିତି ତାହାଙ୍କୁ ଦେଖିଲେ ସମାନେେ ଡରିଗଲେ। ଯୀଶୁ ତୁରନ୍ତ ସମାନଙ୍କେୁ କହିଲେ, ସାହାସ ଧର। ଇଏ ମୁଁ, ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ଦେଖି ସେମାନେ ଭୀତତ୍ରସ୍ତ ହେଲେ। ପର ମୁହୂର୍ତ୍ତରେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର - ଏଇ ମୁଁ, ଭୟ କର ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଶିଷ୍ୟମାନେ ଯେମିତି ତାହାଙ୍କୁ ଦେଖିଲେ ସେମାନେ ଡରିଗଲେ। ଯୀଶୁ ତୁରନ୍ତ ସେମାନଙ୍କୁ କହିଲେ, “ସାହସ ଧର। ଏହି ମୁଁ, ଭୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ ಬಗುನ್ ಭಿವ್ನ್ ಗೆಲ್ಲ್ಯಾನಿ, ತನ್ನಾ ಜೆಜುನ್ ತೆಂಕಾ “ಭಿಂವ್ನಕಾಸಿ, ಮಿಯಾಚ್ ತೊ, ಧೈರ್ಯಾನ್ ರ್ಹಾವಾ,” ಮಟ್ಲ್ಯಾನ್.