Mark 6:55 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦବୋ ପାଇଁ ସେ ଅଞ୍ଚଳର ପ୍ରେତ୍ୟକକ ସ୍ଥାନକୁ ଦୌଡି ଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସଠାେରେ ଖବର ବ୍ଯାପିଗଲା ଓ ସଠାେକୁ ଲୋକମାନେ ରୋଗୀମାନଙ୍କୁ ଖଟିଆ ରେ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଦୌଡ଼ି ଯାଇ ସେ ଅଞ୍ଚଳରେ ଥିବା ଶଯ୍ୟାଶାୟୀ ରୋଗୀମାନଙ୍କୁ ତାଙ୍କ ନିକଟକୁ ବୋହି ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾನಿ ತ್ಯಾ ಪ್ರಾಂತ್ಯಾತ್ ಸಗ್ಳ್ಯಾಕ್ಡೆ ಪಳುನ್ ತೊ ಖೈಯ್ ಹಾಯ್ ಮನುನ್ ಇಚಾರ್‍ಲ್ಯಾನಿ ಅನಿ ಥೈ ಹಾತ್ರಾನಾತ್ನಿ ನಿಜಲ್ಲ್ಯಾ ಶಿಕ್ ಹೊತ್ತ್ಯಾಕ್ನಿ ಹಾತ್ರಾನಾ ಸಮೆತ್ ಉಕ್ಲುನ್ ಘೆವ್ನ್ ಯೆಲ್ಯಾನಿ.