Mark 6:7 — Compare Translations
7 translations compared side by side
Odia - 1840
"ଯୀଶୁ ବାର ଜଣ ଶିଷ୍ଯଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଦୁଇ-ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସମାନଙ୍କେୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ବାରଜଣ ଶିଷ୍ୟଙ୍କୁ ଡ଼ାକି ଦୁଇ ଦୁଇ ଜଣ କରି ପଠାଇଲେ। ଅଶୁଚି ଆତ୍ମାଙ୍କୁ ଆୟତ୍ତ କରିବାକୁ ସେମାନଙ୍କୁ ଅଧିକାର ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಎಕ್ ದಿಸ್ ಬಾರಾ ಜಾನಾ ಶಿಸಾಕ್ನಿ ಎಕಾಕ್ಡೆ ಬಲ್ವುಲ್ಯಾನ್ ಅನಿ ದೊಗ್ಯಾ-ದೊಗ್ಯಾಕ್ನಿ ವಾಂಗಡ್ ಕರುನ್ ಧಾಡ್ಲ್ಯಾನ್ ಅನಿ ತೆಂಕಾ ಗಿರ್ಯಾಂಚ್ಯಾ ವರ್ತಿ ಅದಿಕಾರ್ ದಿಲ್ಯಾನ್.