Mark 7:10 — Compare Translations

7 translations compared side by side

Odia - 1840
"ମାଶାେ କହିଥିଲେ, 'ତୁମ୍ଭେ ତୁମ୍ଭ ବାପା-ମାଆଙ୍କୁ ସମ୍ମାନ କର' । ସେ ମଧ୍ଯ କହିଥିଲେ, ' ଯେଉଁଲୋକ ନିଜ ବାପା-ମାଆଙ୍କୁ ଖରାପ କଥା କ ହେ, ତାକୁ ମାରିଦିଆୟିବା ଉଚିତ' ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ଆଜ୍ଞା ଦେଇଥିଲେ, ‘ପିତାମାତାଙ୍କୁ ସମାଦର କର’, ପୁଣି ‘ଯେ ନିଜ ପିତାମାତାଙ୍କୁ ସମାଦର କର’, ପୁଣି ‘ଯେ ନିଜ ପିତାମାତାଙ୍କୁ ଲାଞ୍ଛନା କରେ, ସେ ପ୍ରାଣଦଣ୍ଡର ଯୋଗ୍ୟ।’
Odia Bible ERV 2004 (ପବିତ୍ର ବାଇବଲ)
ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’। ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚ್ಯಾ ಬಾಯ್-ಬಾಬಾಕ್ನಿ ಮಾನ್ ದಿವಾ, ಕೊನ್ ತರ್ ಎಕ್ಲೊ ಮಾನುಸ್ ಅಪ್ನಾಚ್ಯಾ ಬಾಯ್-ಬಾಬಾಕ್ನಿ ಸರಾಪ್ಲ್ಯಾರ್, ತೆಕಾ ಮರ್‍ನಾಚಿ ಶಿಕ್ಷಾ ದಿವ್ಕ್ ಪಾಜೆ ಮನುನ್” ಮೊಯ್ಜೆನ್ ಸಾಂಗ್ಲ್ಯಾನಾಯ್.