Mark 7:12 — Compare Translations

7 translations compared side by side

Odia - 1840
"ଏହି ଭଳି ସହେି ଲୋକକୁ ତାର ବାପା ମାଆଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭମାନେେ ଅନୁମତି ଦେଉ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେମାନେ ତାହାକୁ ତାହାର ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ପିତାମାତାଙ୍କୁ ସାହାଯ୍ୟ କରିବା ଦାୟିତ୍ୱରୁ ମୁକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହିଭଳି ସେହି ଲୋକକୁ ତା’ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸ್ಲ್ಯಾ ಮಾನ್ಸಾನ್ ಅನಿ ಫಿಡೆ ತೆಚ್ಯಾ ಬಾಯ್-ಬಾಬಾಕ್ ಕಸ್ಲೊಬಿ ಆಧಾರ್ ದಿವ್ಕ್ ತುಮಿ ಸೊಡಿನ್ಯಾಶಿ.