Mark 7:13 — Compare Translations
7 translations compared side by side
Odia - 1840
"ନିଜ ନିୟମ ପାଳିବା ଅଧିକ ମହତ୍ତ୍ବପୂର୍ଣ୍ଣ ବୋଲି ମନେ କରି ତୁମ୍ଭମାନେେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭମାନେେ ପରମେଶ୍ବରଙ୍କ ଆଦେଶ ପାଳିବା ମହତ୍ତ୍ବପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦଇେ ତାହା ଏଡଇେ ଦେଉଛ। ଏହିଭଳି ଅନକେ କାମ ତୁମ୍ଭମାନେ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେମାନେ ସ୍ଵପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଭାବରେ ଅନ୍ୟକୁ ଦେଉଥିବା ତୁମର ଶିକ୍ଷା ଈଶ୍ୱରଙ୍କ ଆଜ୍ଞାକୁ ଲଙ୍ଘନ କରୁଛି। ଏହିଭଳି ଆହୁରି ଅନେକ କାର୍ଯ୍ୟ ତୁମେ କରୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”
Odia IRV 2017 (ଓଡିଆ ବାଇବେଲ)
ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಶಿಕ್ವುತಾನಾ ದೆವಾಚ್ಯಾ ಬರ್ಯಾ ಖಬ್ರೆಚಿ ತಿರಸ್ಕಾರ್ ಕರುನ್ ತುಮ್ಚೆಚ್ ಖಾಯ್ದೆ ಶಿಕ್ವುತ್ಯಾಸಿ. ಅನಿ ಅಸ್ಲಿ ಲೈ ಕಾಮಾ ತುಮಿ ಕರ್ತ್ಯಾಶಿ. ಮನುನ್ ಸಾಂಗ್ಲ್ಯಾನ್.