Mark 7:14 — Compare Translations
7 translations compared side by side
Odia - 1840
"ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରେତ୍ୟକକ ଲୋକ ମାରେ କଥା ଶୁଣ ଓ ବୁଝ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଆଉ ଥରେ ଲୋକମାନଙ୍କୁ ଡ଼ାକି କହିଲେ, “ମୋ’ କଥା ମନ ଦେଇ ଶୁଣ ଓ ବୁଝିବାକୁ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।
Odia IRV 2017 (ଓଡିଆ ବାଇବେଲ)
ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅನಿ ಎಗ್ದಾ ಸಗ್ಳ್ಯಾ ಲೊಕಾಕ್ನಿ ಅಪ್ನಾಕ್ಡೆ ಬಲ್ವುನ್.ಕಾಯ್ ಸಾಂಗ್ಲ್ಯಾನ್ ಮಟ್ಲ್ಯಾರ್ “ಮಿಯಾ ಸಾಂಗ್ತಲೆ ಆಯ್ಕಾ ಅನಿ ಕಳ್ವುನ್ ಘೆವಾ