Mark 7:15 — Compare Translations
7 translations compared side by side
Odia - 1840
"ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ଯ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାହାରର କୌଣସି ବିଷୟ ମନୁଷ୍ୟ ଭିତରେ ପ୍ରବେଶ କରି ତାକୁ ଅପବିତ୍ର କରିପାରେ ନାହିଁ। ବରଂ ଯେଉଁ ବିଷୟ ମନୁଷ୍ୟ ଭିତରୁ ବାହାରକୁ ଆସେ, ତାହା ହିଁ ତାକୁ ଅଶୁଚି କରିଥାଏ।”
Odia Bible ERV 2004 (ପବିତ୍ର ବାଇବଲ)
ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಭಾಯ್ನಾ ಎಕ್ ಮಾನ್ಸಾಚ್ಯಾ ಭುತ್ತುರ್ ಜಾತಾ ತೆ ಕಾಯ್ಬಿ ಮಾನ್ಸಾಕ್ ಅಶುದ್ದ್ ಕರಿನಾ, ಮಾನ್ಸಾಚ್ಯಾ ತೊಂಡಾತ್ನಾ ಜೆ ಕಾಯ್ ಭಾಯ್ರ್ ಯೆತಾ ತೆ ಮಾನ್ಸಾಕ್ ಅಶುದ್ದ್ ಕರ್ತಾ”,