Mark 7:18 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭମାେଲେ ମଧ୍ଯ, ଅନ୍ୟମାନଙ୍କ ଭଳି କ'ଣ ବୁଝି ପାରିଲ ନାହିଁ? ତୁମ୍ଭମାନେେ କ'ଣ ବୁଝି ପାରୁନ ଯେ ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସହେି ଲୋକକୁ ଦୂଷିତ କରିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ଅନ୍ୟମାନଙ୍କ ପରି ତୁମର ମଧ୍ୟ ବୁଝିବା ଶକ୍ତି କ’ଣ ଏତେ ଅଳ୍ପ? ଏତିକି ବଝି ପାରୁ ନାହଁ? ଯାହା ସବୁ ମନୁଷ୍ୟ ଶରୀରରେ ବାହାରୁ ପ୍ରବେଶ କରେ, ତାହା ତାକୁ ଅଶୁଚି କରିପାରେ ନାହିଁ -
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತುಮಿ ದುಸ್ರ್ಯಾಚ್ಯಾನ್ಕಿ ಬುದ್ದ್ವಂತ್ ನ್ಹಯ್? ಅನಿ ತುಮ್ಕಾ ಕಳಿನಾ ಕಾಯ್? ಎಕ್ ಮಾನ್ಸಾಚ್ಯಾ ಭುತ್ತುರ್ ಜಾತಲೆ ಕಾಯ್ಬಿ ತೆಕಾ ಮ್ಹೆಳ್ಯಿ ನಾ.”