Mark 7:19 — Compare Translations

7 translations compared side by side

Odia - 1840
"କାରଣ ଖାଦ୍ୟ ତାର ହୃଦୟକୁ ନଯାଇ ପଟେ ଭିତରକୁ ଯାଏ ଓ ପୁଣି ମଳ ଆକାର ରେ ବାହାରକୁ ବାହାରି ଯାଏ। ଏହା କହି ଯୀଶୁ ସମସ୍ତ ଖାଦ୍ୟ ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବହିର୍ଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତାହା ହୃଦୟରେ ପ୍ରବେଶ ନ କରି ଉଦରକୁ ଯାଏ ଏବଂ ପରିଶେଷରେ ଶରୀରରୁ ନିଷ୍କ୍ରାନ୍ତ ହୁଏ।” (ଏହା କହିବା ଦ୍ୱାରା ସମସ୍ତ ଖାଦ୍ୟ ପଦାର୍ଥ ଶୁଚି ବୋଲି ଯୀଶୁ ସୂଚାଇ ଦେଇଥିଲେ)
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଖାଦ୍ୟ ତା’ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”
Odia IRV 2017 (ଓଡିଆ ବାଇବେଲ)
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କ'ଣ ବୁଝୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆವಾನ್, ಖಾತಲೆ ಖಾನ್ ಮಾನ್ಸಾಚ್ಯಾ ಕಾಳ್ಜಾತ್ ಜಾಯ್ನಾ, ಪೊಟಾತ್ ಜಾತಾ. ಅನಿ ಮಾನಾ ಭಾಯ್ರ್ ಜಾತಾ.ಮಟ್ಲ್ಯಾನ್. ಅಶೆ, ಸಗ್ಳೆ ಖಾತಲೆ ಮನುನ್ ಅಸಲ್ಲೆ ಬರೆಚ್ ಮನುನ್ ಜೆಜುನ್ ದಾಕ್ವುನ್ ದಿಲ್ಯಾನ್.