Mark 7:2 — Compare Translations
7 translations compared side by side
Odia - 1840
"ସମାନେେ ଯୀଶୁଙ୍କର କେତକେ ଶିଷ୍ଯଙ୍କୁ ଅପବିତ୍ର ହାତ ରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନ ଧୋଇ ଖାଉଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବାର ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଲକ୍ଷ୍ୟ କଲେ ଯେ, ଯୀଶୁଙ୍କ କେତେକ ଶିଷ୍ୟ ବିଧି ଅନୁଯାୟୀ ହାତ ଧୋଇ ଖାଉ ନାହାନ୍ତି। ଫାରୁଶୀମାନେ ଖାଇବା ପୂର୍ବରୁ ହାତ ଧୋଇବା ପାଇଁ ଯେଉଁ ନିୟମସବୁ କରିଥିଲେ, ଶିଷ୍ୟମାନେ ତାହା ପାଳନ କରୁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚಿ ಶಿಸಾ ಹಾತ್ ಧುಯ್ನಸ್ತಾನಾ ಮ್ಹೆಳ್ಕ್ಯಾ ಹಾತಾನಿ ಜೆವಾನ್ ಕರ್ತಲೆ ತೆನಿ ಬಗಟ್ಲ್ಯಾನಿ.ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಖಾಯ್ದ್ಯಾ ಪರ್ಕಾರ್ ಹಾತ್ ಧುವ್ನಸಲ್ಲ್ಯಾನಿ.