Mark 7:21 — Compare Translations
7 translations compared side by side
Odia - 1840
"ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତାହାର ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ,
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଭିତରେ, ତା’ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾ ಮಾನ್ಸಾಚ್ಯಾ, ಕಾಳ್ಜಾತ್ ಹಿ ಸಗ್ಳಿ ಬುರ್ಶಿ ಕಾಮಾ ಉಪಾಜ್ತ್ಯಾತ್ ಅನಿ ತೆಕಾ ಬುರ್ಶಿ ಕಾಮಾ ಕರುಕ್ ಉತ್ತೆಜನ್ ಕರ್ತ್ಯಾತ್. ತಿ ಖಲಿ ಕಾಮಾ ಮಟ್ಲ್ಯಾರ್, ಬುರ್ಶಿ ಯೆವ್ಜನ್ಯಾ, ರಾಂಡ್ಗೆಪಾನ್, ಚೊರಿ ಕರ್ತಲೆ, ಜಿವಾನಿ ಮಾರ್ತಲೆ,