Mark 7:22 — Compare Translations
7 translations compared side by side
Odia - 1840
"ବ୍ଯଭିଚାର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଶ୍ୟାଗମନ, ଚୌର୍ଯ୍ୟ, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା,, ଅହଙ୍କାର, ମୂର୍ଖତା;
Odia BSI (ପବିତ୍ର ବାଇବଲ (CL) NT (BSI))
ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;
Odia IRV 2017 (ଓଡିଆ ବାଇବେଲ)
ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವ್ಯೆಭಿಚಾರ್ ಜಾಸ್ತಿಚಿ ಆಶ್ಯಾ, ಅಸಂ, ಝುಟೆ ಬೊಲ್ತಲೆ, ಬುರ್ಶೆಪಾನ್, ಕುಸ್ಡೆಪಾನ್, ಚಾಡ್ಗೆಪಾನ್, ಪಿಶೆಪಾನ್, ಅನಿ ಅಹಂಕಾರ್ ಹಿ ಸಗ್ಳಿ ಬುರ್ಶ್ಯಾ ಕಾಮಾ ಮಾನ್ಸಾಕ್ ಮ್ಹೆಳ್ಕೊ ಕರ್ತ್ಯಾತ್.