Mark 7:23 — Compare Translations
7 translations compared side by side
Odia - 1840
"ଏହି ସବୁ ଖରାପ ଜିନିଷ ମନୁଷ୍ଯର ଭିତରୁ ବାହାରକୁ ଆସିଥାଏ। ଏଗୁଡିକ ମନୁଷ୍ଯକୁ ଅଶୁଦ୍ଧ କରିପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମସ୍ତ ଅସତ୍ ବିଷୟ ମନୁଷ୍ୟର ହୃଦୟରୁ ଜାତ ହୋଇ ତାକୁ ଅଶୁଚି କରେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಮಾನ್ಸಾಚ್ಯಾ ಭುತ್ತುರ್ನಾ ಭಾಯ್ರ್ ಯೆತಾ ಅನಿ ತ್ಯಾ ಮಾನ್ಸಾಕ್ ಮ್ಹೆಳ್ಕೊ ಕರ್ತಾ ಮನುನ್ ಸಾಂಗ್ಲ್ಯಾನ್.