Mark 7:24 — Compare Translations

7 translations compared side by side

Odia - 1840
"ଯୀଶୁ ସେ ସ୍ଥାନ ଛାଡି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଚାହୁଁ ନଥିଲେ ଯେ କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସଠାେରେ ଲୁଚି ରହି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତତ୍ପରେ ଯୀଶୁ ସେହି ସ୍ଥାନ ଛାଡ଼ି ସୋର ନିକଟବର୍ତ୍ତୀ ଅଞ୍ଚଳକୁ ଗଲେ। ସେଠାରେ ସେ ଗୋଟିଏ ଗୃହରେ ପ୍ରବେଶ କରି ଅଜ୍ଞାତ ଭାବରେ ରହିବା ପାଇଁ ଇଚ୍ଛା କଲେ, କିନ୍ତୁ ସେ ଗୋପନରେ ରହି ପାରିଲେ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ଅଣଯିହୂଦୀ ସ୍ତ୍ରୀଲୋକକୁ ସାହାଯ୍ୟ କଲେ ଯୀଶୁ ସେ ସ୍ଥାନ ଛାଡ଼ି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଗ୍ଭହୁଁ ନ ଥିଲେ ଯେ, କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସେଠାରେ ଲୁଚି ରହି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೊ ಜಾಗೊ ಸೊಡುನ್, ತಿರ್ ಮನ್ತಲ್ಯಾ ಪ್ರಾಂತ್ಯಾಕ್ ಗೆಲೊ. ಥೈ ತೊ ಎಕ್ ಘರಾತ್ ಗೆಲ್ಲೊ, ಅಪ್ನಿ ಥೈ ಹೊತ್ತೆ ಕೊನಾಕ್ಬಿ ಕಳ್ತಲೆ ತೆಕಾ ನಕ್ಕೊ ಮನುನ್ ಘೆವ್ನ್ ಹೊತ್ತೊ. ಖರೆ ತೆಕಾ ಲೊಕಾನಿಕ್ನಾ ನಿಪುನ್ ರ್‍ಹಾವ್ಕ್ ಹೊವ್ಕ್ ನಾ.