Mark 7:25 — Compare Translations

7 translations compared side by side

Odia - 1840
"ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା'ର ଝିଅ ଦହେ ରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକି ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ସ୍ତ୍ରୀ ଲୋକର ଝିଅ ଭୂତଗ୍ରସ୍ତ ହୋଇଥିଲା। ଯୀଶୁଙ୍କ ଆଗମନ କଥା ଶୁଣିବା ମାତ୍ରେ ସେ ତାଙ୍କ ନିକଟକୁ ଆସି ତାଙ୍କ ଗୋଡ଼ତଳେ ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା’ର ଝିଅ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡ଼ିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಬಾಯ್ಕೊಮನ್ಸಿಚ್ಯಾ ಲೆಕಿಕ್ ಗಿರೊಲಾಗಲ್ಲೊ, ಜೆಜು ತ್ಯಾ ಘರಾತ್ ಅಸಲ್ಲೆ ತಿಕಾ ಕಳ್ಳೆ, ತಸೆ ಮನುನ್ ತಿ ತನ್ನಾಚ್ ಜೆಜುಕ್ಡೆ ಯೆಲಿ ಅನಿ ತೆಚ್ಯಾ ಪಾಂಯಾತ್ ಪಡ್ಲಿ.