Mark 7:27 — Compare Translations

7 translations compared side by side

Odia - 1840
"ଯୀଶୁ ତାହାକୁ କହିଲେ, ପ୍ରଥମେ ପିଲାମାନଙ୍କୁ ତୃପ୍ତ ହବୋକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନଇେ ଯାଇ କୁକୁରମାନଙ୍କ ଆଗ ରେ ଫିଙ୍ଗି ଦବୋ ଠିକ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଉତ୍ତର ଦେଲେ, “ନିଜ ପିଲାମାନଙ୍କୁ ପ୍ରଥମେ ଖୁଆଇବାକୁ ହେବ। ପିଲାମାନଙ୍କ ଖାଦ୍ୟ ନେଇ କୁକୁରମାନଙ୍କ ଆଗରେ ପକାଇବା ଉଚିତ୍ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାକୁ କହିଲେ, “ପ୍ରଥମେ ପିଲାମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନେଇ ଯାଇ କୁକୁରମାନଙ୍କ ଆଗରେ ଫିଙ୍ଗି ଦେବା ଠିକ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಪೊರಾಕ್ನಿ ದಿತಲಿ ಭಾಕ್ರಿ ಕುತ್ರ್ಯಾಕ್ನಿ ತಾಕ್ತಲೆ ಸಮಾ ನ್ಹಯ್, ಅದ್ದಿ ಪೊರಾ ಖಾಂವ್ದಿ” ಮಟ್ಲ್ಯಾನ್.