Mark 7:3 — Compare Translations

7 translations compared side by side

Odia - 1840
"ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନଧୋଇ କବେେ ହେଲେ ଖାଉ ନଥିଲେ। ସମାନେେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ବାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନ-ମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
(ଫାରୁଶୀ ଓ ଅନ୍ୟାନ୍ୟ ଇହୁଦୀମାନେ ସେମାନଙ୍କ ପୂର୍ବ ପୁରୁଷଙ୍କ ରୀତିନୀତି ପାଳନ କରନ୍ତି, ବିଧିବଦ୍ଧଭାବେ ହାତ ନ ଧୋଇ ସେମାନେ ଭୋଜନ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವ್‍ ಅನಿ ಜುದೆವ್ ಧರ್ಮಾಚಿ ಲೊಕಾ ತೆಂಚ್ಯಾ ಅದ್ಲ್ಯಾ ಲೊಕಾಂಚ್ಯಾ ಪದ್ದತಿ ಪರ್‍ಕಾರ್ ಹಾತ್ ಧುಯ್ನಾಸ್ತಾನಾ ಜೆವಾನ್ ಕರಿನಸಿತ್.