Mark 7:30 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟ ରେ ଶାଇେଛି। ଦୁଷ୍ଟାତ୍ମା ତା ଦହରେୁ ବାହରି ଚାଲି ଯାଇଛିା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି ଘରକୁ ଫେରିଯାଇ ଦେଖିଲା ଯେ ତା’ ଝିଅଟି ବିଛଣାରେ ଶୋଇଛି ଏବଂ ପ୍ରକୃତରେ ଭୂତ ତାକୁ ଛାଡ଼ି ଚାଲି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା ଦେହରୁ ବାହାରି ଗ୍ଭଲି ଯାଇଛିା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಘರಾಕ್ ಜಾವ್ನ್ ಪಾವಲ್ಲ್ಯಾ ತನ್ನಾ ತಿಚಿ ಲೆಕ್ ಹಾತ್ರಾನಾತ್ ಆರಾಮ್ ಆಡ್ ಪಡಲ್ಲಿ ತಿಕಾ ದಿಸ್ಲಿ, ತಿಕಾ ಲಾಗಲ್ಲೊ ಗಿರೊ ಸೊಡುನ್ ಗೆಲ್ಲೊ.