Mark 7:31 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସୋର ଆଖ-ପାଖ ଅଞ୍ଚଳ ଛାଡି ଦକୋପଲି ରାସ୍ତା ରେ ସୀଦୋନ ହାଇେ ଗାଲିଲୀ ହ୍ରଦ ପାଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସୋର ଅଞ୍ଚଳରୁ ସୀଦୋନକୁ ପ୍ରସ୍ଥାନ କରି ସେଠାରୁ ଦେକାପଲ୍ଲୀ ପ୍ରଦେଶ ଭିତର ଦେଇ ଗାଲିଲୀ କୂଳରେ ଆସି ପହଞ୍ôଚଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ମୂକ ବଧିର ଲୋକକୁ ସୁସ୍ଥ କଲେ ତା’ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ತಿರ್ ಶಾರಾಚೊ ಜಾಗೊ ಸೊಡುನ್, ಸಿದೊನ್ ಮನ್ತಲ್ಯಾ ಶಾರಾಕ್ ಜಾತಲ್ಯಾ ವಾಟೆನ್ ಹೊವ್ನ್ ದೆಕಾಪೊಲಿ ಧಾ ಶಾರಾಂಚೆ ಗಾಂವ್ ಮನ್ತಲ್ಯಾ ಜಾಗ್ಯಾ ವೈನಾ ಪಾರ್ ಹೊವ್ನ್ ಗಾಲಿಲಿಯಾ ಸಮುಂದರಾಕ್ಡೆ ಜವ್‍ಲಾಗಲ್ಲೊ.