Mark 7:32 — Compare Translations
7 translations compared side by side
Odia - 1840
"ସଠାେରେ କେତକେ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଆନୁ ରୋଧ କଲେ ଯେ ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କେତେକ ଲୋକ ଜଣେ ବଧିରକୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ସ୍ପଷ୍ଟ କଥା କହିପାରୁ ନ ଥିଲା। ତା’ ଉପରେ ହାତ ଥୋଇବା ପାଇଁ ସେମାନେ ଯୀଶୁଙ୍କୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ ಉಲ್ಲಿ ಲೊಕಾ ಎಕ್ ತೊದಲ್ತಲ್ಯಾ ಅನಿ ಕಿಂವ್ಡ್ಯಾ ಮಾನ್ಸಾಕ್ ಜೆಜುಕ್ಡೆ ಘೆವ್ನ್ ಯೆವ್ನ್ ತೆಚೆ ವರ್ತಿ ಹಾತ್ ಥವ್ನ್ ತೆಕಾ ಗುನ್ಕರ್ ಮನುನ್ ಮಾಗ್ಲ್ಯಾನಿ.